ପ୍ରେରିତ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ। Viz kapitolaଓଡିଆ ବାଇବେଲ20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ । Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ପିତର ତାକୁ କହିଲେ, “ତୁମ ସହିତ ତୁମ ଟଙ୍କା ବି ଧ୍ୱଂସ ପାଉ, ଟଙ୍କା ଦ୍ୱାରା ତୁମେ ଈଶ୍ୱରଙ୍କ ଦାନ କିଣିବାକୁ ଭାବିଛ! Viz kapitolaପବିତ୍ର ବାଇବଲ20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। Viz kapitola |