ପ୍ରେରିତ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି। Viz kapitolaଓଡିଆ ବାଇବେଲ23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)23 କାରଣ ମୁଁ ଦେଖୁଛି ଯେ ତୁମ ହୃଦୟ ଈର୍ଷାରେ ପୂର୍ଣ୍ଣ, ତୁମେ ପାପ ବନ୍ଧନରେ ବନ୍ଦୀ।” Viz kapitolaପବିତ୍ର ବାଇବଲ23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।” Viz kapitola |