ପ୍ରେରିତ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ। Viz kapitolaଓଡିଆ ବାଇବେଲ4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ବିକ୍ଷିପ୍ତ ହୋଇ ରହିଥିବା ବିଶ୍ୱାସୀମାନେ ଚାରିଆଡ଼କୁ ଯାଇ ସୁସମାଚାର ପ୍ରଚାର କଲେ। Viz kapitolaପବିତ୍ର ବାଇବଲ4 ଯେଉଁମାନେ ଛିନ୍ନ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ। Viz kapitola |