ପ୍ରେରିତ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ। Viz kapitolaଓଡିଆ ବାଇବେଲ1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, Viz kapitolaପବିତ୍ର ବାଇବଲ (CL) NT (BSI)1 ଏହି ସମୟରେ ଶାଉଲ ପ୍ରଭୁଙ୍କ ଶିଷ୍ୟମାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଉଥିଲେ। Viz kapitolaପବିତ୍ର ବାଇବଲ1 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। Viz kapitola |