ପ୍ରେରିତ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦାମାସ୍କସ୍ରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; Viz kapitolaଓଡିଆ ବାଇବେଲ19 ଆଉ ସେ ଭୋଜନ କରି ବଳ ପାଇଲେ ।ଏଥିଉତ୍ତାରେ ସେ ଦମ୍ମେସକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; Viz kapitolaପବିତ୍ର ବାଇବଲ (CL) NT (BSI)19 ସେ ଉଠି ଜଳଦୀକ୍ଷା ଗ୍ରହଣ କଲେ ଓ ଭୋଜନ ପାନ କରି ବଳ ପାଇଲେ। ଶାଉଲ ଖ୍ରୀଷ୍ଟ ବିଶ୍ୱାସୀମାନଙ୍କ ସହିତ ଦାମାସ୍କସ୍ରେ କିଛି ଦିନ ରହିଲେ। Viz kapitolaପବିତ୍ର ବାଇବଲ19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା। ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। Viz kapitola |