Online Bible

- Reklamy -




ପ୍ରେରିତ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦାମାସ୍କସ୍ନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।

Viz kapitola kopírovat

ଓଡିଆ ବାଇବେଲ

22 କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ଶାଉଲଙ୍କ ପ୍ରଚାର ଅତୀବ ଶକ୍ତିଶାଳୀ ଥିଲା, ଯୀଶୁ ଯେ ମସୀହ, ଏ ସମ୍ବନ୍ଧରେ ତାଙ୍କର ପ୍ରମାଣ ଏତେ ଯୁକ୍ତିସଙ୍ଗତ ଥିଲା ଯେ ଦାମାସ୍କସ୍ରେ ବାସ କରୁଥିବା ଇହୁଦୀମାନେ ତାଙ୍କର କୌଣସି କଥାର ଉତ୍ତର ଦେଇପାରି ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।

Viz kapitola kopírovat




ପ୍ରେରିତ 9:22

Následuj nás:

Reklamy


Reklamy