Online Bible

- Reklamy -




ପ୍ରେରିତ 9:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରଙ୍କ ସହିତ ବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

43 ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 ପିତର ଅନେକ ଦିନ ପର୍ଯ୍ୟନ୍ତ ଯୋପ୍ପାରେ ଶିମୋନ ନାମକ ଜଣେ ଚର୍ମକାର ଘରେ ରହିଲେ।

Viz kapitola kopírovat

ପବିତ୍ର ବାଇବଲ

43 ତା'ପରେ ପିତର ଯାଫୋ ନଗରରେ ଶିମୋନ ନାମକ ଜଣେ ଚମାର ଘରେ ବହୁତ ଦିନ ରହିଲେ।

Viz kapitola kopírovat




ପ୍ରେରିତ 9:43

Následuj nás:

Reklamy


Reklamy