ଆମୋଷ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। Viz kapitolaଓଡିଆ ବାଇବେଲ1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। Viz kapitolaପବିତ୍ର ବାଇବଲ1 ଆମୋଷଙ୍କ ବାର୍ତ୍ତା: ତକୋୟ ନଗରର ମେଷପାଳକମାନଙ୍କ ମଧ୍ୟରୁ ଆମୋଷ ଥିଲେ ଅନ୍ୟତମ। ଯେତେବେଳେ ଯିହୁଦାର ରାଜା ଉଷିୟ ଥିଲେ, ଯୋୟାଶଙ୍କ ପୁତ୍ର ଯାରବିୟାମ୍ ଇସ୍ରାଏଲର ରାଜା ଥିଲେ। ସେହି ସମୟରେ ଆମୋଷଙ୍କର ଇସ୍ରାଏଲ ବିଷୟରେ ଏକ ଦର୍ଶନ ଥିଲା। ଏହା ଥିଲା ଭୂମିକମ୍ପ ଦୁଇ ବର୍ଷର ପୂର୍ବ ଘଟଣା। Viz kapitola |