ଆମୋଷ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆମ୍ଭେ ଦାମାସ୍କସ୍ର ଅର୍ଗଳ ଭାଙ୍ଗି ପକାଇବା ଓ ଆବନର୍ ଉପତ୍ୟକାରୁ ନିବାସକାରୀକି ଓ ଏଦନ-ବଂଶରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ। Viz kapitolaଓଡିଆ ବାଇବେଲ5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।” Viz kapitolaପବିତ୍ର ବାଇବଲ5 “ଆମ୍ଭେ ମଧ୍ୟ ଦମ୍ମେଶକର ସମସ୍ତ ଫାଟକକୁ ଭାଙ୍ଗି ଦେବା। ଆବନର ଉପତ୍ୟକାର ସିଂହାସନ ଉପରେ ବସିଥିବା ବ୍ୟକ୍ତିକୁ ବିତାଡ଼ିତ କରିବା। ଏଦନ ବଂଶରୁ ସମସ୍ତ କ୍ଷମତାର ସଙ୍କେତକୁ ମଧ୍ୟ ନିଶ୍ଚିହ୍ନ କରି ଦେବା। ଆଉ ମଧ୍ୟ ଅରାମର ଲୋକମାନେ ପରାଜିତ ହେବେ ଓ କୀରକୁ ଯିବେ।” ସଦାପ୍ରଭୁ ଏହା ହିଁ କହନ୍ତି। Viz kapitola |