କଲସୀୟ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ। Viz kapitolaଓଡିଆ ବାଇବେଲ12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)12 ପିତା ଈଶ୍ୱର ଆଲୋକ ରାଜ୍ୟରେ ତାଙ୍କର ଲୋକମାନଙ୍କ ନିମନ୍ତେ ଯାହା ସଂରକ୍ଷିତ କରିଛନ୍ତି, ତାହାର ଅଂଶୀ ହେବା ପାଇଁ ସେ ଯେ ତୁମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି, ଏଥିଯୋଗୁଁ ଆନନ୍ଦରେ ତାହାଙ୍କୁ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି Viz kapitola |