କଲସୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ଵରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି। Viz kapitolaଓଡିଆ ବାଇବେଲ6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ୱରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)6 ଯେଉଁ ସୁସମାଚାର ପ୍ରଚାର ହେତୁ ତୁମ୍ଭେମାନେ ପ୍ରଥମେ ଈଶ୍ୱରଙ୍କ ଅନୁଗ୍ରହ ବିଷୟ ଶୁଣିଲ ଓ ଏହାର ସତ୍ୟତା ଅନୁଭବ କଲ, ସେହି ସୁସମାଚାର ବର୍ତ୍ତମାନ ସମଗ୍ର ଜଗତରେ ପ୍ରସାର ଲାଭ କରୁଛି ଓ ଆଶୀର୍ବାଦ ଆଣୁଛି। Viz kapitolaପବିତ୍ର ବାଇବଲ6 ବିଶ୍ୱରେ ସର୍ବତ୍ର ସୁସମାଗ୍ଭର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭେମାନେ ସୁସମାଗ୍ଭର ଶୁଣିଲ ଓ ପରମେଶ୍ୱରଙ୍କ ଅନୁଗ୍ରହର ସତ୍ୟ ବୁଝିଲ, ସେହି ଦିନଠାରୁ ତୁମ୍ଭେମାନେ ମଧ୍ୟ ଆଶୀର୍ବାଦ ଲାଭ କରୁଛ। Viz kapitola |