Online Bible

- Reklamy -




କଲସୀୟ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ ‘ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁʼ, ସାଂସାରିକ ଲୋକ ପରି ଏହିପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?

Viz kapitola kopírovat

ଓଡିଆ ବାଇବେଲ

21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ "ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 “ଏହା ଧର ନାହିଁ”, “ତାହା ଖାଅ ନାହିଁ”, “ତାହା ଛୁଅଁ ନାହିଁ?”

Viz kapitola kopírovat

ପବିତ୍ର ବାଇବଲ

21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।”

Viz kapitola kopírovat




କଲସୀୟ 2:21

Následuj nás:

Reklamy


Reklamy