କଲସୀୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ଵରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ଵ କରୁ; ପୁଣି ତୁମ୍ଭେମାନେ ଧନ୍ୟବାଦ ଦିଅ। Viz kapitolaଓଡିଆ ବାଇବେଲ15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)15 ଖ୍ରୀଷ୍ଟପ୍ରଦତ୍ତ ଶାନ୍ତି ତୁମ୍ଭମାନଙ୍କ ସଙ୍କଳ୍ପକୁ ପରିଚାଳିତ କରୁ; କାରଣ ଏହି ଶାନ୍ତି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଏକତ୍ରଭାବେ ଏକ ଶରୀର ହେବା ପାଇଁ ଆହ୍ୱାନ କରିଛନ୍ତି। ସର୍ବଦା କୃତଜ୍ଞ ହୁଅ। Viz kapitolaପବିତ୍ର ବାଇବଲ15 ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଗ୍ଭରକୁ ସଂଯମ କରିବ। ତୁମ୍ଭେମାନେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀରରେ ଡକା ହୋଇଛ। ସବୁବେଳେ ଧନ୍ୟବାଦୀ ରୁହ। Viz kapitola |