କଲସୀୟ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ସ୍ଵାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। Viz kapitolaଓଡିଆ ବାଇବେଲ19 ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)19 ହେ ସ୍ୱାମୀମାନେ, ତୁମ୍ଭମାନଙ୍କର ସ୍ତ୍ରୀମାନଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ରୁକ୍ଷ ଆଚରଣ କର ନାହିଁ। Viz kapitolaପବିତ୍ର ବାଇବଲ19 ପତିଗଣ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ଭଦ୍ର ବ୍ୟବହାର କର। Viz kapitola |