କଲସୀୟ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି। Viz kapitolaଓଡିଆ ବାଇବେଲ21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)21 ହେ ପିତାମାନେ, ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଉତ୍ତ୍ୟକ୍ତ କର ନାହିଁ। କାରଣ ଏହା ଫଳରେ ସେମାନେ ନିରୁତ୍ସାହିତ ହେବେ। Viz kapitolaପବିତ୍ର ବାଇବଲ21 ପିତାଗଣ! ତୁମ୍ଭମାନଙ୍କ ସନ୍ତାନମାନଙ୍କୁ ବିରକ୍ତ କର ନାହିଁ। ଯଦି ତୁମ୍ଭେ ଅଧିକ ଆଶା କର, ତା'ହେଲେ ସେମାନେ ହତାଶ ହୋଇଯିବେ। Viz kapitola |