Online Bible

- Reklamy -




କଲସୀୟ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ଵୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।

Viz kapitola kopírovat

ଓଡିଆ ବାଇବେଲ

13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ତୁମ ପାଇଁ, ଲାଉଦିସିଆ ଓ ହିଏରାପଲିର ଲୋକମାନଙ୍କ ପାଇଁ ସେ କରିଥିବା କଠିନ ପରିଶ୍ରମ ସମ୍ପର୍କରେ ମୁଁ ନିଜେ ସାକ୍ଷ୍ୟ ଦେଉଛି।

Viz kapitola kopírovat

ପବିତ୍ର ବାଇବଲ

13 ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।

Viz kapitola kopírovat




କଲସୀୟ 4:13

Následuj nás:

Reklamy


Reklamy