କଲସୀୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି ଲବଣରେ ସ୍ଵାଦଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। Viz kapitolaଓଡିଆ ବାଇବେଲ6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର । Viz kapitolaପବିତ୍ର ବାଇବଲ (CL) NT (BSI)6 ତୁମ୍ଭମାନଙ୍କର କଥା ସବୁବେଳେ ସୁମିଷ୍ଟ ଓ ମନୋମୁଗ୍ଧକର ହେଉ। ପ୍ରତ୍ୟେକଙ୍କୁ କିପରି ସଠିକ୍ ଉତ୍ତର ଦେଇ ପାରିବ, ଏ କଥା ତୁମ୍ଭେମାନେ ଜାଣିବା ଆବଶ୍ୟକ। Viz kapitolaପବିତ୍ର ବାଇବଲ6 କଥାବାର୍ତ୍ତା କଲାବେଳେ, ସବୁବେଳେ ଦୟାଭାବ ରଖ ଓ ବିବେକୀ ହୁଅ। ତେବେ ତୁମ୍ଭେମାନେ ସମସ୍ତଙ୍କୁ ଉଚିତ୍ ଉତ୍ତର ଦେବାକୁ ସକ୍ଷମ ହେବ। Viz kapitola |