ଦାନିୟେଲ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲା, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା। Viz kapitolaଓଡିଆ ବାଇବେଲ18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା। Viz kapitolaପବିତ୍ର ବାଇବଲ18 ରାଜା ତିନି ବର୍ଷରେ ସେମାନେ ତାଲିମପ୍ରାପ୍ତ ହେବେ ବୋଲି ଇଚ୍ଛା କରିଥିଲେ। ତାହା ଶେଷ ହେଲା ପରେ ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସର ସମ୍ମୁଖକୁ ଆଣିଲା। Viz kapitola |