ଦାନିୟେଲ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା। Viz kapitolaଓଡିଆ ବାଇବେଲ1 ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା। Viz kapitolaପବିତ୍ର ବାଇବଲ1 ପାରସ୍ୟର ରାଜା କୋରସର ରାଜତ୍ୱର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା। ସେ ସବୁ ସତ୍ୟ ବୁଝିବାକୁ କଠି; ମାତ୍ର ଦାନିୟେଲ ତାହା ବୁଝିଲେ ଓ ଦର୍ଶନ ବିଷୟ ତାଙ୍କୁ ଗୋଚର ହେଲା। Viz kapitola |