ଦାନିୟେଲ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋʼଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ। Viz kapitolaଓଡିଆ ବାଇବେଲ8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ’ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ। Viz kapitolaପବିତ୍ର ବାଇବଲ8 ତହିଁରେ ମୁଁ ଏକାକୀ ରହି ସେହି ମହା ଦର୍ଶନ ଦେଖିଲି। ମୁଁ ଅତ୍ୟନ୍ତ ଭୟଭୀତ ହୋଇ ମୋର ସମସ୍ତ ଶକ୍ତି ହରାଇଲି। ମୋର ମୁଖ ମୃତ ବ୍ୟକ୍ତିର ମୁଖପରି ରକ୍ତହୀନ ହୋଇଗଲା ଓ ମୁଁ ଅସହାୟ ବୋଧ କଲି। Viz kapitola |