ଦାନିୟେଲ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି। Viz kapitolaଓଡିଆ ବାଇବେଲ9 ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି। Viz kapitolaପବିତ୍ର ବାଇବଲ9 ସେତେବେଳେ ମୁଁ ତାଙ୍କର ବାକ୍ୟର ସ୍ୱର ଶୁଣିଲି, ଆଉ ଯେତେବେଳେ ସେହି ବାକ୍ୟର ରବ ଶୁଣିଲି, ମୁଁ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି। Viz kapitola |