ଦାନିୟେଲ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧରେ ଚାଳିତ ହୋଇ ଆସି ତାହା ସଙ୍ଗରେ, ଅର୍ଥାତ୍ ଉତ୍ତର ଦେଶୀୟ ରାଜା ସଙ୍ଗେ ଯୁଦ୍ଧ କରିବ; ତହିଁରେ ସେ ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର ହସ୍ତରେ ସମର୍ପିତ ହେବ। Viz kapitolaଓଡିଆ ବାଇବେଲ11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ। Viz kapitolaପବିତ୍ର ବାଇବଲ11 ସେତେବେଳେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ୱିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ସହିତ ଯୁଦ୍ଧରେ ଅଗ୍ରସର ହେବେ। ଯଦିଓ ଉତ୍ତର ଦେଶୀୟ ରାଜାଙ୍କର ବୃହତ୍ତ ସୈନ୍ୟବାହିନୀ ଥିବ, ତଥାପି ସେ ଯୁଦ୍ଧରେ ହାରିବ। Viz kapitola |