ଦାନିୟେଲ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Viz kapitolaପବିତ୍ର ବାଇବଲ18 “ଏହା ପରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧରେ ଯାଇ ଅନେକଙ୍କୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧରେ ଯାଇ ତାକୁ ଅପମାନିତ କରିବ। Viz kapitola |