ଦାନିୟେଲ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ। Viz kapitolaଓଡିଆ ବାଇବେଲ2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ। Viz kapitolaପବିତ୍ର ବାଇବଲ2 “ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ୟ କଥା ଜଣାଇବା। ପାରସ୍ୟର ଆଉ ତିନି ରାଜା ଜନ୍ମ ନେବେ। ତା'ପରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହେବ। ଆଉ ଆପଣା ଧନରେ ବଳବାନ ହେବ ଓ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ। Viz kapitola |