ଦାନିୟେଲ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଦକ୍ଷିଣ ଦେଶର ରାଜା ଓ ତାହାର ଅଧିପତିମାନଙ୍କ ମଧ୍ୟରୁ ଏକଜଣ ବଳବାନ ହେବ; ଆଉ, ଏ ତାହା ଅପେକ୍ଷା ବଳବାନ ହୋଇ କର୍ତ୍ତୃତ୍ଵ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍ ରାଜ୍ୟ ହେବ। Viz kapitolaଓଡିଆ ବାଇବେଲ5 ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍ ରାଜ୍ୟ ହେବ। Viz kapitolaପବିତ୍ର ବାଇବଲ5 “ଦକ୍ଷିଣର ରାଜା ଶକ୍ତିଶାଳୀ ହେବେ କିନ୍ତୁ ତାଙ୍କର ସେନାପତିମାନଙ୍କ ମଧ୍ୟରୁ ଜଣେ ରାଜାଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବ। ସେ ଦକ୍ଷିଣ ରାଜାଙ୍କ ଅପେକ୍ଷା ବୃହତ୍ ରାଜ୍ୟରେ ରାଜତ୍ୱ କରିବ। Viz kapitola |