ଦାନିୟେଲ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେସମୟରେ ଯେ ତାହାକୁ ବଳ ଦେଲା,ସମସ୍ତେ ସମର୍ପିତ ହେବେ। Viz kapitolaଓଡିଆ ବାଇବେଲ6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ। Viz kapitolaପବିତ୍ର ବାଇବଲ6 “ମାତ୍ର କିଛି ବର୍ଷ ପରେ ସେମାନେ ଏକତ୍ରିତ ହେବେ। ଦକ୍ଷିଣ ରାଜ୍ୟର ରାଜକନ୍ୟା ଉତ୍ତରର ରାଜାକୁ ବିବାହ କରିବେ ମାତ୍ର ସେହି ରାଜକୁମାରୀ ନିଜ ଶକ୍ତି ଓ ଶାନ୍ତି ହରାଇବେ, ତା'ର ସ୍ୱାମୀ ଦୁର୍ବଳ ହେବେ। ସେ ଓ ତାଙ୍କର ସ୍ୱାମୀ, ସେମାନଙ୍କର ସନ୍ତାନ ଏବଂ ତାହାର ଦାସମାନଙ୍କୁ ହସ୍ତାନ୍ତର କରାଯିବ। Viz kapitola |