Online Bible

- Reklamy -




ଦାନିୟେଲ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏହେତୁ ବାବିଲୀୟ ବିଦ୍ଵାନ୍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ଵାନ୍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।

Viz kapitola kopírovat

ଓଡିଆ ବାଇବେଲ

24 ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।

Viz kapitola kopírovat

ପବିତ୍ର ବାଇବଲ

24 ଦାନିୟେଲ ଅରିୟୋ‌କ୍‌କୁ ଅନୁରୋଧ କଲେ ଯିଏ କି ବାବିଲୀୟ ବିଦ୍ୱାନଗଣଙ୍କୁ ବିନାଶ କରିବା ନିମନ୍ତେ ନିଯୁକ୍ତ ହୋଇଥିଲେ, “ଦୟାକରି ବାବିଲୀୟ ବିଦ୍ୱାନମାନଙ୍କୁ ହତ୍ୟା କର ନାହିଁ। ମୋତେ ରାଜାଙ୍କ ଛାମୁକୁ ନେଇ ଗ୍ଭଲ। ମୁଁ ରାଜାଙ୍କର ସ୍ୱପ୍ନ ବିଷୟରେ କହିବି ଓ ତାହାର ଅର୍ଥ ମଧ୍ୟ ପ୍ରକାଶ କରିବି।”

Viz kapitola kopírovat




ଦାନିୟେଲ 2:24

Následuj nás:

Reklamy


Reklamy