ଦାନିୟେଲ 2:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। Viz kapitolaଓଡିଆ ବାଇବେଲ31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। Viz kapitolaପବିତ୍ର ବାଇବଲ31 “ହେ ମହାରାଜ, ଆପଣ ସ୍ୱପ୍ନରେ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ। ଏହା ଅତି ପରାକ୍ରମଶାଳୀ ଓ ଅତିଶୟ ତେଜୋବନ୍ତ। ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। Viz kapitola |