ଦାନିୟେଲ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ। Viz kapitolaଓଡିଆ ବାଇବେଲ3 ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ3 ତେଣୁ ସେମାନେ ରାଜାଙ୍କ ଆହ୍ୱାନରେ ସମସ୍ତେ ଆସିଲେ ଓ ସ୍ଥାପିତ ପ୍ରତିମାର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ। ଆଉ ସେମାନେ ସେହି ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ। Viz kapitola |