Online Bible

- Reklamy -




ଦାନିୟେଲ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।

Viz kapitola kopírovat

ଓଡିଆ ବାଇବେଲ

5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।

Viz kapitola kopírovat

ପବିତ୍ର ବାଇବଲ

5 ଯେତେବେଳେ ତୁମ୍ଭେମାନେ ସମସ୍ତେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖ‌ଦ୍‌ନିତ୍ସରଙ୍କ ଦ୍ୱାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚୟ ପୂଜା କରିବ।

Viz kapitola kopírovat




ଦାନିୟେଲ 3:5

Následuj nás:

Reklamy


Reklamy