Online Bible

- Reklamy -




ଦାନିୟେଲ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ଵପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ଵାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

18 ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋ’ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

18 “ମୁଁ, ରାଜା ନବୂଖ‌ଦ୍‌ନିତ୍ସର, ଏହି ସ୍ୱପ୍ନ ଦେଖିଥିଲି। ବର୍ତ୍ତମାନ ହେ ବେ‌‌ଲ୍‌‌‌‌ଟଶତ୍ସର, ଏହାର ଅର୍ଥ ବ୍ୟାଖ୍ୟା କର। ମୋ’ ରାଜ୍ୟର ସମସ୍ତ ବିଦ୍ୱାନ ଲୋକମାନେ ଏହାର ଅର୍ଥ ବ୍ୟାଖ୍ୟା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କେବଳ ଜଣେ, ଯିଏ କି ଏହା କରି ପାରିବ। କାରଣ ତୁମ୍ଭ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କର ଆତ୍ମା ବିରାଜିତ ଅଟେ।”

Viz kapitola kopírovat




ଦାନିୟେଲ 4:18

Následuj nás:

Reklamy


Reklamy