ଦାନିୟେଲ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ। Viz kapitolaଓଡିଆ ବାଇବେଲ34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ’ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ। Viz kapitolaପବିତ୍ର ବାଇବଲ34 ଅନନ୍ତର ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର, ସ୍ୱର୍ଗଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି। ସେତେବେଳେ ମୋର ମନ ଠିକ୍ ବାଟକୁ ଆସିଗଲା। ତା'ପରେ ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କର ପ୍ରଶଂସା କଲି। ସେହି ଅନନ୍ତ ଜୀବିଙ୍କୁ ଧନ୍ୟବାଦ ଜଣାଇ ସମାଦର କଲି। କାରଣ ତାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ। Viz kapitola |