ଦାନିୟେଲ 4:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକୁ ଫେରିଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ଵେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା। Viz kapitolaଓଡିଆ ବାଇବେଲ36 ସେହି ସମୟରେ ମୋ’ ବୁଦ୍ଧି ମୋ’ କତିକୁ ଫେରି ଆସିଲା ଓ ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋ’ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା। Viz kapitolaପବିତ୍ର ବାଇବଲ36 ଆଉ ସେହି ସମୟରେ ପରମେଶ୍ୱର ମୋର ଉତ୍ତମ ବୁଦ୍ଧି ମୋତେ ଫେରାଇ ଦେଲେ। ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ତେଜ ଓ ପ୍ରତାପ ମୋ’ ପାଖକୁ ଫେରି ଆସିଲା। ମୋର ମନ୍ତ୍ରୀ ଓ ଅମାତ୍ୟମାନେ ପୁନର୍ବାର ମୋର ପରାମର୍ଶ ଲୋଡ଼ିଲେ। ମୁଁ ପୁନର୍ବାର ରାଜା ହେଲି ଓ ମୋର ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା। Viz kapitola |