ଦାନିୟେଲ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। Viz kapitolaଓଡିଆ ବାଇବେଲ19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। Viz kapitolaପବିତ୍ର ବାଇବଲ19 ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା। Viz kapitola |