ଦାନିୟେଲ 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ24 ତା'ପରେ ରାଜା ଦାନିୟେଲଙ୍କ ବିରୁଦ୍ଧରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସେମାନଙ୍କର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫାରେ ନିକ୍ଷେପ କଲେ। ତଳେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଭକ୍ଷ୍ୟଣ କରି ସେମାନଙ୍କର ଅସ୍ଥିଗୁଡ଼ିକୁ ଚର୍ବଣ କଲେ। Viz kapitola |