ଦାନିୟେଲ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। Viz kapitolaଓଡିଆ ବାଇବେଲ11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। Viz kapitolaପବିତ୍ର ବାଇବଲ11 “ମୁଁ ଦେଖିବାରେ ଲାଗିଲି, ସେହି ଛୋଟ ଶିଙ୍ଗର କ’ଣ ହେବ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ଯ୍ୟନ୍ତ ଏବଂ ତାହାର ଶରୀର ଧ୍ୱଂସ କରି ଅଗ୍ନି ମଧ୍ୟକୁ ଫିଙ୍ଗି ପାଉଁଶ କରି ଦିଆଗଲା। Viz kapitola |