ଦାନିୟେଲ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ22 ତା'ପରେ ସେହି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷରେ ଓ ଶିଙ୍ଗ ବିପକ୍ଷରେ ନ୍ୟାୟ ହେଲା। ଆଉ ପରମେଶ୍ୱର ସେହି ପବିତ୍ର ଲୋକମାନଙ୍କର ରାଜତ୍ୱ କରିବାର ସମୟ ଉପସ୍ଥିତ ହେଲା। Viz kapitola |