ଦାନିୟେଲ 7:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏଠାରେ ବୃତ୍ତାନ୍ତର ଶେଷ। ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି। Viz kapitolaଓଡିଆ ବାଇବେଲ28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।” Viz kapitolaପବିତ୍ର ବାଇବଲ28 “ଏହିଠାରେ ମୋର ସ୍ୱପ୍ନ ଶେଷ ହେଲା। ମୁଁ ଦାନିୟେଲ ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗରେ କହି ପାରିଲି ନାହିଁ।” Viz kapitola |