ଦାନିୟେଲ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ଦେଖୁ ଦେଖୁ କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ, ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷଲୋମ ତୁଲ୍ୟ ଥିଲା ; ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ଵଳ; ଅଗ୍ନି। Viz kapitolaଓଡିଆ ବାଇବେଲ9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। Viz kapitolaପବିତ୍ର ବାଇବଲ9 “ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସେହି ଉପରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମେଷଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମୟପରି ଓ ସିଂହାସନର ଚକସବୁ ଜ୍ୱଳନ୍ତା ଅଗ୍ନିଶିଖା, ସଦୃଶ ଥିଲା। Viz kapitola |