ଦାନିୟେଲ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ। Viz kapitolaଓଡିଆ ବାଇବେଲ16 ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ। Viz kapitolaପବିତ୍ର ବାଇବଲ16 ପୁଣି ଉଲୟ ନଦୀ ମଧ୍ୟରୁ ମୁଁ ଏକ ମନୁଷ୍ୟର ସ୍ୱର ଶୁଣିଲି। ସେ ଡାକି କହିଲା, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।” Viz kapitola |