ଦାନିୟେଲ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ। Viz kapitolaଓଡିଆ ବାଇବେଲ17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ। Viz kapitolaପବିତ୍ର ବାଇବଲ17 ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।” Viz kapitola |