ଦାନିୟେଲ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍ ପ୍ରଦେଶସ୍ଥ ଶୂଶନ୍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ଦର୍ଶନ କ୍ରମେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି। Viz kapitolaଓଡିଆ ବାଇବେଲ2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍ ପ୍ରଦେଶସ୍ଥ ଶୂଶନ୍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି। Viz kapitolaପବିତ୍ର ବାଇବଲ2 ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନ୍ ରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି। Viz kapitola |