ଦାନିୟେଲ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା। Viz kapitolaଓଡିଆ ବାଇବେଲ26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା। Viz kapitolaପବିତ୍ର ବାଇବଲ26 “ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।” Viz kapitola |