ଦାନିୟେଲ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ୍ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ୍ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା। Viz kapitolaପବିତ୍ର ବାଇବଲ8 ସେହି ଛାଗ ଅତ୍ୟନ୍ତ ଶକ୍ତିଶାଳୀ ହୋଇ ନିଜର ପ୍ରତାପ ଦେଖାଉଥିଲା ବେଳେ ତା'ର ବୃହତ୍ ଶିଙ୍ଗ ଭାଙ୍ଗି ଗଲା ଓ ସେହି ସ୍ଥାନରେ ଗ୍ଭରି ଦିଗକୁ ଗ୍ଭରିଟି ବିଲକ୍ଷଣ ଶିଙ୍ଗ ଉତ୍ପନ୍ନ ହେଲା। Viz kapitola |