ଦାନିୟେଲ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମାଦୀୟ ବଂଶଜାତ ଅକ୍ଷଶ୍ଵେରସର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ। Viz kapitolaଓଡିଆ ବାଇବେଲ1 ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ। Viz kapitolaପବିତ୍ର ବାଇବଲ1 ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଏହିସବୁ ଘଟଣାମାନ ଘଟିଲା। ଦାରିୟାବସ୍ ମାଦୀୟ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ୱେରସର ଥିଲେ। ସେ କଲ୍ଦୀୟର ରାଜା ପଦରେ ଉପଯୋଗୀ ହେଲେ। Viz kapitola |