ଦ୍ଵିତୀୟ ବିବରଣ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ୍ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ। Viz kapitolaଓଡିଆ ବାଇବେଲ1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ, Viz kapitolaପବିତ୍ର ବାଇବଲ1 ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏହା କହିଲେ। ଯେତେବେଳେ ସୂଫ ସେପାରିସ୍ଥିତ ପାରଣ, ତୋଫଲ, ଲାବନ, ହତ୍ସେରତ୍ ଓ ଦୀଷାହବର ମଧ୍ୟରେ ସେମାନେ ଯର୍ଦ୍ଦନ ନଦୀର ପୂର୍ବପାରସ୍ଥିତ ପ୍ରାନ୍ତରକୁ ପାର ହେଉଥିବା ସମୟରେ ମୋଶା ଏହି ବାର୍ତ୍ତାସବୁ କହିଥିଲେ। Viz kapitola |