ଦ୍ଵିତୀୟ ବିବରଣ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି? Viz kapitolaପବିତ୍ର ବାଇବଲ (Re-edited) - (BSI)12 ମୁଁ କିରୂପେ ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି? Viz kapitolaଓଡିଆ ବାଇବେଲ12 ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି ? Viz kapitolaପବିତ୍ର ବାଇବଲ12 କିନ୍ତୁ ମୁଁ ଏକାକୀ ତୁମ୍ଭମାନଙ୍କର ସମସ୍ୟା, ବିବାଦ ଓ ଭାର ବୁଝି ପାରିବି ନାହିଁ। Viz kapitola |