ଦ୍ଵିତୀୟ ବିବରଣ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଯେ ଯେ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ। Viz kapitolaଓଡିଆ ବାଇବେଲ3 ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ3 କିନ୍ତୁ ଏହାଥିଲା ଗ୍ଭଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ମୋଶା ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ସଦାପ୍ରଭୁଙ୍କର ବାକ୍ୟମାନ କହିଥିଲେ। Viz kapitola |