ଦ୍ଵିତୀୟ ବିବରଣ 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭମାନଙ୍କୁ ତୁମ୍ଭର ପରମେଶ୍ଵର ଏହି ସ୍ଥାନରେ ପହୁଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି। Viz kapitolaଓଡିଆ ବାଇବେଲ31 ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।” Viz kapitolaପବିତ୍ର ବାଇବଲ31 ମରୁଭୂମିରେ ତୁମ୍ଭେମାନେ ଦେଖିଅଛ, ମନୁଷ୍ୟମାନେ ଆପଣା ସନ୍ତାନମାନଙ୍କୁ ବୋହିବା ପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏହିଠାରେ ପହଞ୍ଚିବା ପର୍ଯ୍ୟନ୍ତ, ତୁମ୍ଭମାନଙ୍କର ଗମନର ସମସ୍ତ ପଥରେ ତୁମ୍ଭମାନଙ୍କୁ କିପରି ବୋହିଛନ୍ତି।’ Viz kapitola |