ଦ୍ଵିତୀୟ ବିବରଣ 1:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ। Viz kapitolaଓଡିଆ ବାଇବେଲ42 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।” Viz kapitolaପବିତ୍ର ବାଇବଲ42 “କିନ୍ତୁ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ମନାକର, ସେଠାକୁ ଯାଇ ଯୁଦ୍ଧ କରିବା ପାଇଁ। କାରଣ ଆମ୍ଭେ ସେମାନଙ୍କ ସହିତ ଯିବୁ ନାହିଁ, ତେଣୁ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ପରାସ୍ତ କରିବେ।’ Viz kapitola |